କେନ୍ଦ୍ରପଡା ଯିବେ ସାରଥି ଓରଫ ସନ୍ତୋଷ ରାଉଳ ।

ପୁଣି ଚର୍ଚ୍ଚାରେ ସନ୍ତୋଷ ରାଉଳ ଓରଫ ସାରଥି Sarathi। କେନ୍ଦ୍ରାପଡ଼ା ବାରିମୂଳ ଫେରିବାକୁ ହାଇକୋର୍ଟ ସାରଥୀଙ୍କ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି। ଅସୁସ୍ଥ ଭାଇଙ୍କୁ ଯାଇ ଦେଖା କରିବାକୁ ଦେଲେ ସର୍ତ୍ତମୂଳକ ଅନୁମତି। ୨ ମାସକୁ କେବଳ ଥରେ କେନ୍ଦ୍ରାପଡ଼ା ବାରିମୂଳ ଯିବାକୁ ଅନୁମତି।ଏହି ସର୍ତ୍ତ କୋହଳ କରିବାକୁ କୋର୍ଟ ସିଧାସଳଖ ମନା କରି ଦେଇଛନ୍ତି । କିନ୍ତୁ ଯିବା ଆଗରୁ ପୋଲିସ ଏବଂ ୭ ଦିନ ପୂର୍ବରୁ କୋର୍ଟଙ୍କୁ ଅବଗତ କରାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ ।

ଅଧିକ ପଢନ୍ତୁ