ଖୁବ୍‌ଶୀଘ୍ର ୨ ହଜାରରୁ ଊଦ୍ଧର୍‌ବ ଗୃହରକ୍ଷୀଙ୍କୁ ନିଯୁକ୍ତି ପ୍ରଦାନ କରାଯିବ।

ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା କରି କହିଛନ୍ତି, ଆଜି ୯୪୧ ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ଦେଇ ପ୍ରତିଶ୍ରୁତି ପାଳନ କରିଛୁ।ନିକଟରେ ୧୬ ହଜାର ୯ ଜଣ ପ୍ରାଥମିକ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲୁ। ଖୁବ୍‌ଶୀଘ୍ର ୨ ହଜାରରୁ ଊଦ୍ଧର୍‌ବ ଗୃହରକ୍ଷୀଙ୍କୁ ନିଯୁକ୍ତି ପ୍ରଦାନ କରାଯିବ। ତେବେ ଅଗ୍ନିଶମ ବାହିନୀରେ ନିଯୁକ୍ତ ହୋଇପାରନ୍ତି ମହିଳା। ମହିଳାଙ୍କ ନିଯୁକ୍ତି ନେଇ ବିଚାର କରିବେ ସରକାର। ଫାୟାରମ୍ୟାନ୍ ନାଁ ବଦଳି ଫାୟାର ଫାଇଟର ହୋଇପାରେ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଅଧିକ ପଢନ୍ତୁ