ଗଣତନ୍ତ୍ରରେ ଜନତାଙ୍କ ବିଶ୍ୱାସକୁ ସୁଦୃଢ଼ କରିବା ପାଇଁ ‘SIR’ ଅତ୍ୟାବଶ୍ୟକ – ମୁଖ୍ୟମନ୍ତ୍ରୀ

ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ।ସଠିକ୍ ଭୋଟର ତାଲିକା ସୁନିଶ୍ଚିତ କରିବା କେବଳ ପ୍ରଶାସନିକ ଆବଶ୍ୟକତା ନୁହେଁ । ବରଂ ଏହା ଗଣତନ୍ତ୍ରରେ ଜନତାଙ୍କ ବିଶ୍ଵାସକୁ ସୁଦୃଢ କରିବାକୁ ଅତ୍ୟାବଶ୍ୟକ ।

ଅଧିକ ପଢନ୍ତୁ