ଗୃହରେ ବିବୃତି ରଖିଲେ ବାଚସ୍ପତି ସୁରମା ପାଢ଼ୀ ।

ଗୃହରେ ବିବୃତି ରଖିଲେ ବାଚସ୍ପତି ସୁରମା ପାଢ଼ୀ । ମଙ୍ଗଳବାର ଘଟିଥିବା ଘଟଣାକୁ ସମ୍ପର୍କରେ ଗୃହରେ ବାଚସ୍ପତି ବିବୃତି ରଖିଛନ୍ତି । ବାଚସ୍ପତିଙ୍କ ବିବୃତି ପରେ ଗୃହକୁ ଫେରିଲେ ବିଜେଡି ସଦସ୍ୟ । ବାଚସ୍ପତିଙ୍କ ବିବୃତି ଦାବି କରି କକ୍ଷ ତ୍ୟାଗ କରିଥିଲେ ବିଜେଡି ସଦସ୍ୟ । ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭରୁ ବିରୋଧୀ ସଦସ୍ୟ ବିଭିନ୍ନ ଉପାୟରେ ପ୍ରତିବାଦ କରୁଥିଲେ । ପୋଷ୍ଟର, ବ୍ୟାନର ଧରି ପ୍ରତିବାଦ କରୁଥିଲେ। ମାର୍ଚ୍ଚ ୨୦ ରୁ କଳା ବ୍ୟାଜ, କଳା ପୋଷାକ ପରିଧାନ କରି ହୁଇସିଲ, ତୂରୀ , ଘଣ୍ଟ, ବଂଶୀ ବଜାଇ ଗୃହ କାର୍ଯ୍ୟରେ ବାଧା ପହଞ୍ଚାଇଥିଲେ ।

ଅଧିକ ପଢନ୍ତୁ

kc ads