ଆଜିର ଖବର ଛତିଶଗଡ଼ ଵିଜାପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ By odishadarpan January 17, 2026January 17, 2026 ଛତିଶଗଡ଼ ଵିଜାପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ । DRG, STF ଏବଂ CRPF କୋବ୍ରା ଜବାନ ଅପରେସନ ବେଳେ ଏହି ସଫଳତା ମିଳିଛି । ଘଟଣା ସ୍ଥଳରେ ମାଓ ସଂଗଠନ ର ଶିର୍ଷ ନେତା ପାପା ରାଓ ଥିବା ସୂଚନା । ଏବେ ବି ଗୁଳିବିନିମୟ ଜାରି ରହିଛି ।
ଆଜିର ଖବର ପୁରୀ ଉପକୂଳ ମୁହାଁ ହେଲାଣି ନୌସେନାର ଯୁଦ୍ଧଜାହାଜ । By odishadarpan November 27, 2024November 27, 2024
ଆଜିର ଖବର ୧୯ରୁ ମାଟ୍ରିକ୍ ଖାତାଦେଖା,ମେ ମାସ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ଫଳ ପ୍ରକାଶ By odishadarpan March 18, 2026March 18, 2026