ଏଣିକି ଜୁନରୁ ଦୈନିକ ଭୁବନେଶ୍ୱରରୁ ବିଶାଖାପାଟଣା ଉଡ଼ିବ ବିମାନ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଙ୍ଗଳବାର ଦିନ ବିଲଡିଂ ଆଣ୍ଡ ମ୍ୟାନେଜମେଣ୍ଟ ଅଫ୍ ଆଭିଏସନ୍ ଆସେଟ୍ସ ଆଣ୍ଡ ନେଟୱାର୍କ (B-MAAN) ଯୋଜନା ଅଧୀନରେ ଏହି ଦୈନିକ ବିମାନ ଉଡାଣ ନେଇ ସୂଚନା ଦେଇଛନ୍ତି ।ଇଣ୍ଡିଗୋ ଦ୍ୱାରା ଏହି ବିମାନ ସେବା ଆରମ୍ଭ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।
