ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏଥିରୁ ବାଦ ପଡିଛନ୍ତି ଉପ ଅଧିନାୟକ ଥିବା ଶୁଭମନ୍ ଗିଲ୍ । ପ୍ରଥମ କରି ଟି-୨୦ ବିଶ୍ୱକପ ଦଳର ନେତୃତ୍ୱ ନେବେ ସୂର୍ଯ୍ୟକୁମାର । ଟି-୨୦ ବିଶ୍ୱକପ୍ ଭାରତ ଓ ଶ୍ରୀଲଙ୍କା ମିଳିତ ଭାବେ ଆୟୋଜନ କରୁଛନ୍ତି । ଫେବୃଆରୀ ୭ରୁ ଆରମ୍ଭ ହେବ ବିଶ୍ବକପ ମୁକାବିଲା ।ଭାରତୀୟ ସ୍କ୍ବାର୍ଡ : ସୂର୍ଯ୍ୟକୁମାର ଯାଦବ( ଅଧିନାୟକ), ଅଭିଷେକ ଶର୍ମା, ଅକ୍ଷର ପଟେଲ ( ଉପ ଅଧିନାୟକ), ସଞ୍ଜୁ ସାମସନ, ଈଶାନ କିଷନ, ତିଲକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ରିଙ୍କୁ ସିଂ, ଜସପ୍ରୀତ ବୁମରା, ହର୍ଷିତ ରାଣା, ଅର୍ଶଦୀପ ସିଂ, କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ, ୱାଂଶିଟନ ସୁନ୍ଦର ।
