ଟ୍ୱିନ୍‌ ସିଟିରେ ଟ୍ରାଫିକ୍‌ ସମ୍ଭାଳିବେ ଛାତ୍ରଛାତ୍ରୀ- ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ

ବର୍ତ୍ତମାନ କିଛି ମାତ୍ରାରେ କମିପାରେ ଟ୍ରାଫିକ ସମସ୍ୟା । ଟ୍ରାଫିକ୍‌ ବ୍ୟବସ୍ଥାକୁ ଆହୁରି ମଜବୁତ କରିବା ପାଇଁ ଟ୍ୱିନ୍‌ ସିଟିରେ ଟ୍ରାଫିକ୍‌ ସମ୍ଭାଳିବେ ଛାତ୍ରଛାତ୍ରୀ । ଏନେଇ ସୂଚନା ଦେଲେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ।ପୋଲିସ କମିଶନରଙ୍କ କହିବା ଅନୁସାରେ, ଆଜି ୫୩ ଷ୍ଟୁଣ୍ଡେଣ୍ଟ ଟ୍ରାଫିକ୍‌ ଭଲେଣ୍ଟିଓର କମିଶନରେଟ ପୋଲିସରେ ସାମିଲ ହୋଇଛନ୍ତି । ସମସ୍ତ ଷ୍ଟୁଣ୍ଡେଣ୍ଟ ଭଲେଣ୍ଟିଓରଙ୍କୁ ନିର୍ଦ୍ଦିଷ୍ଟ ପୋଷାକ ସହ ଟୋପି ଦିଆଯାଇଛି । ତେବେ କିଛି ମାତ୍ରାରେ ଟ୍ରାଫିକ ସମସ୍ୟା କମିପାରେ ବୋଲି ଆକଳନ କରାଯାଉଛି ।

ଅଧିକ ପଢନ୍ତୁ

Odisha Darpan Digital