ଭିଜିଲାନ୍ସ ପଞ୍ଝାରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର। ଡେପୁଟି ଟ୍ରାନ୍ସପୋର୍ଟ କମିଶନର ପ୍ରଦୀପ ମହାନ୍ତିଙ୍କ ଘରେ ସିବିଆଇ ଚଢାଉ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ କରାଯାଇଛି । କଟକ ଅଫିସ ସହ ଭୁବନେଶ୍ବର,ନୟାଗଡ,ଖୋର୍ଦ୍ଧା, ପୁରୀ ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ରେଡ୍ କରିଛି । ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରାଯାଇଛି। ୨ଜଣ ଆଡସିନାଲ ଏସପି, ୧୩ ଜଣ ଡିଏସପି, ୧୨ ଇନ୍ସପେକ୍ଟର, ୨୫ ଜଣ ଏସ୍ଆଇଆଇ ସମେତ ଅନ୍ୟ ଭିଜିଲାନ୍ସ ଅଧିକାରୀ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି। ଚଢ଼ାଉ ବେଳେ ପ୍ରଦୀପଙ୍କ ଭିଜିଲାନ୍ସ କ’ଣ ସବୁ ଜବତ କରିଛନ୍ତି ସୂଚନା ମିଳିନାହିଁ।
