ଦାଦାବଟି ପାଇଁ ସେବାୟତଙ୍କୁ ମାଡ଼ ମରାଯିବା ଘଟଣା

ଦାଦାବଟି ପାଇଁ ସେବାୟତଙ୍କୁ ମାଡ଼ ମରାଯିବା ଘଟଣା ସାମ୍ନାକୁ ଆସିଛି।ଶ୍ରୀମନ୍ଦିର ଦକ୍ଷିଣ ଦ୍ବାର ସମ୍ମୁଖରେ ଅଘଟଣ । ଗୁରୁତର ଆହତ ହେଉଛନ୍ତି ପ୍ରତାପ ମହାପାତ୍ର । ଦୋକାନରେ ବସିଥିବା ସମୟରେ  ୨ ଜଣ ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଗୁରୁତର ସେବାୟତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।ଘଟଣା ନେଇ ଅଭିଯୋଗ ପରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ଟାଉନ ଥାନା ପୁଲିସ ।

ଅଧିକ ପଢନ୍ତୁ