ଦିଲ୍ଲୀ ନିର୍ବାଚନରେ ହାରିଲେ ଅରବିନ୍ଦ କେଜ୍ରିୱାଲ ।

ଦିଲ୍ଲୀ ନିର୍ବାଚନରେ ଆମ ଆଦମୀ ପାର୍ଟି(ଆପ୍)କୁ ଶକ୍ତ ଝଟକା ଲାଗିଛି। ଗୋଟିଏ ପଟେ ବିଜେପି ବିପୁଳ ବିଜୟ ହାସଲ କରିବା ଏକପ୍ରକାର ସ୍ପଷ୍ଟ ହୋଇଥିବାବେଳେ ଅନ୍ୟପଟେ ଆପ୍‌ର ଟାଣୁଆ ନେତାମାନଙ୍କୁ ପରାଜୟ ବରଣ କରିବାକୁ ପଡ଼ିଛି। ତେବେ ଦିଲ୍ଳୀ ସିଟ୍‌ ରୁ ପରାଜୟ ବରଣ କରିଛନ୍ତି ଅରବିନ୍ଦ କେଜ୍ରିୱାଲ । ଏହି ସିଟ୍‌ ରୁ ବିଜେପି ପ୍ରାର୍ଥି ପରବେଶ ବର୍ମା ବିଜୟ ଲାଭ କରିଛନ୍ତି । ଶେଷରେ ବାଜି ମାରିଲା ବିଜେପି । ସେହିପରି କାଲକାଜୀ ସିଟ୍‌ ପ୍ରାର୍ଥି ଅତିଶୀ ବିଜେପି ଆଶାୟି ରମେଶ ବିଧୁଡିଙ୍କ ଠାରୁ ଜିତିଛନ୍ତି ।

ଅଧିକ ପଢନ୍ତୁ