ଦୁର୍ନୀତିଗ୍ରସ୍ତ ଅଫିସରଙ୍କ ଉପରେ କଠୋର ବିଜେପି ସରକାର: ଆଇନ ମନ୍ତ୍ରୀ

ଦୁର୍ନୀତିଗ୍ରସ୍ତ ଅଫିସରଙ୍କ ଉପରେ କଠୋର ବିଜେପି ସରକାର । ତାଲିକା ପ୍ରସ୍ତୁତ କରୁଛନ୍ତି ସରକାର । ପୂର୍ବ ସରକାର ଭଳି କେବଳ ପିଅନ, କିରାଣୀ ମାନଙ୍କ ଉପରେ ନୁହେଁ, ମୁଖ୍ୟଯନ୍ତ୍ରୀ ସ୍ତରର ଅଧିକାରୀଙ୍କ ଉପରେ ମଧ୍ୟ ବିଜେପି ସରକାର କାର୍ଯ୍ୟାନୁଷ୍ଠାନ ନେଉଛନ୍ତି ।୨୪ରୁ ୪୮ ଘଣ୍ଟାରେ ଗିରଫ ହେଉଛନ୍ତି ଅପରାଧୀ । ବିଏନଏସ ଆଇନ ଅନୁଯାୟୀ ପଦକ୍ଷେପ ନେଉଛୁ । ଅପରାଧ ଓ ଭ୍ରଷ୍ଟାଚାରମୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି । ଏନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବୟାନ ରଖିଛନ୍ତି । ଦୁର୍ନୀତିକୁ ପ୍ରତିହତ କରିବା ପାଇଁ ପାରୁ ପର୍ଯ୍ୟନ୍ତ ପଦକ୍ଷେପ ନେଉଛନ୍ତି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ।

ଅଧିକ ପଢନ୍ତୁ