ଦୃଷ୍ଟିହୀନ ନାବାଳିକା ଦୁଷ୍କର୍ମ ମାମଲାରେ ଆସାମୀକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ

୯୯ ଦିନରେ ଆସିଲା ରାୟ । ଦୃଷ୍ଟିହୀନ ନାବାଳିକା ଦୁଷ୍କର୍ମ ମାମଲାରେ ଆସାମୀକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କଲେ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ।ସୂଚନାଯୋଗ୍ୟ ଜୁନ୍ ୨ ତାରିଖରେ ଜଣେ ଦୃଷ୍ଟିହୀନ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଜୁନ୍ ୬ ତାରିଖରେ ରେଙ୍ଗାଲି ଥାନାରେ ମାମଲା ରୁଜୁ ହୋଇଥିଲା ।

ଏହି ମାମଲାର ଶୁଣାଣି କରି ମୁଖ୍ୟ ଆସାମୀ ଗିରିଧାରୀ ନାଏକକୁ ଆଜୀବନ ସଜ୍ଜା ଶୁଣାଇବା ସହ ପୀଡ଼ିତାଙ୍କୁ ୧୦ ଲକ୍ଷ ୫୦ ହଜାର ଟଙ୍କା ଦେବାକୁ ଅତିରିକ୍ତ ଦୌରାଜଜ୍ ପୂଜା ଷଡଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି ।

ଅଧିକ ପଢନ୍ତୁ