ପାର୍ବଣ ଋତୁରେ ଜାଣନ୍ତୁ ସୁନା ଓ ରୁପା ଦର

ବଢୁଛି ସୁନା ଏବଂ ରୁପା ଦର ।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୨,୫୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୩,୨୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୨,୫୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୦୩,୨୦୦ ଟଙ୍କାକୁ ପହଞ୍ଚିଛି ।। ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୩୮,୦୦୦ ଟଙ୍କା ହୋଇଛି ।

ଅଧିକ ପଢନ୍ତୁ

Odisha Darpan Digital