ପୁଞ୍ଜିଲାଲ ମେହେର ଦୋଷୀ ସାବ୍ୟସ୍ତ

ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା । ୭ ବର୍ଷ ପରେ ଆସିଲା କୋର୍ଟଙ୍କ ରାୟ । ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଦୋଷୀ ସାବ୍ୟସ୍ତ କଲେ ପାଟଣାଗଡ଼ ଏଡିଜେ-୨ କୋର୍ଟ । ୨ ହଜାର ପୃଷ୍ଠାର ଚାର୍ଜସିଟ୍ ଓ ୬୦ରୁ ଅଧିକ ସାକ୍ଷ୍ୟଗ୍ରହଣ ସହ ପ୍ରତିପକ୍ଷଙ୍କ ଜୋରଦାର ଯୁକ୍ତିତର୍କ ପରେ ଦୋଷୀ ସାବ୍ୟସ୍ତ ହୋଇଛି ପୁଞ୍ଜିଲାଲ। ମାମଲାର ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ରାୟ ଶୁଣାଇବେ ପାଟଣାଗଡ ଏଡିଜେ କୋର୍ଟ । ପୁଞ୍ଜିଲାଲକୁ ଆଜୀବନ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦିଆଯାଇଛି।

ଅଧିକ ପଢନ୍ତୁ

kc ads