ପୁଣି ବଢିଲା ସୁନା ଓ ରୁପା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୭,୦୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୬,୪୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୭,୦୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୬,୪୫୦ ଟଙ୍କାକୁ ପହଞ୍ଚିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୬୭,୦୦୦ ଟଙ୍କା ହୋଇଛି ।

ଅଧିକ ପଢନ୍ତୁ