ପୁରୀକୁ ରଥ ନିର୍ମାଣ ପାଇଁ ଦଶପଲ୍ଲା ବନାଞ୍ଚଳରୁ ପ୍ରଥମ କାଠ ଗଲା 

ନୟାଗଡ଼ ଜିଲ୍ଲା ଦଶପଲ୍ଲା ବନାଞ୍ଚଳ ଟାକରା ଫରେଷ୍ଟ ସେକ୍ସନରୁ ପୁରୀ ଅଭିମୁଖେ କାଠ ପଠାଯାଇଛି । ବନବିଭାଗ ଓ ମିଟୁକୁଳି ଭି ଏସ ଏସ କମିଟି ଦ୍ବାରା ପୂଜାର୍ଚନା ସହ ନାମ ସଂକୀର୍ତନ କରାଯାଇ ରଥକାଠ ବୋଝେଇ ଟ୍ରକକୁ ପଠାଯାଇଛି  ।  ୨ଟି ଟ୍ରକରେ ମୋଟ ୪୮ଖଣ୍ଡ ଅସନ ଓ ଧଉରା କାଠ ରହିଛି ।  ଗୋଟିଏ ଟ୍ରକରେ ୨୫ଖଣ୍ଡ କାଠ ଯାଉଥିବାବେଳେ ଅନ୍ୟଟିରେ ୨୩ଖଣ୍ଡ କାଠ ଯାଉଥିବା ଜଣାପଡିଛି । 

ଅଧିକ ପଢନ୍ତୁ