ପୁଷ୍ପାଳକ ସେବକଙ୍କୁ ମିଳିଛି ବାସନ୍ଦ ଚେତାବନୀ।

ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ମିଳିଛି ବାସନ୍ଦ ଚେତାବନୀ। ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ସେମାନଙ୍କୁ ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ କରାଯାଇ ବାସନ୍ଦ କରାଯିବ। ଏନେଇ ଶ୍ରୀମନ୍ଦିର ପୁଷ୍ପାଳକ ନିଯୋଗ ସଂପାଦକଙ୍କ ଦସ୍ତଖତରେ ନିର୍ଦ୍ଦେଶ ଜାରି ହୋଇଛି। ନିକଟରେ ସୁଆର ମହାସୁଆର ସେବକଙ୍କୁ ମଧ୍ୟ ବାସନ୍ଦ ପାଇଁ ଚେତାବନୀ ହୋଇଥିଲା। ଦୀଘା ମନ୍ଦିର ପ୍ରତିଷ୍ଠାରେ ରୋଷ କାର୍ଯ୍ୟରେ ବାସନ୍ଦ ପାଇଁ ଚେତାବନୀ ଦିଆଯାଇଛି।

ଅଧିକ ପଢନ୍ତୁ

Odisha Darpan Digital