ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (OJEE) ବୋର୍ଡ ଆନୁଷ୍ଠାନିକ ଭାବରେ ସ୍ପେଶାଲ OJEE 2025 ର ଫଳାଫଳ ଘୋଷଣା କରିଛି। ଯାହା ସମଗ୍ର ଓଡ଼ିଶାରେ ବିଭିନ୍ନ ସ୍ନାତକ ଏବଂ ସ୍ନାତକୋତ୍ତର ପାଠ୍ୟକ୍ରମରେ ପ୍ରବେଶ କରିବାକୁ ଚାହୁଁଥିବା ପ୍ରାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସୁଯୋଗ ପ୍ରଦାନ କରିଛି । ସରକାରୀ ୱେବସାଇଟ୍ – ojee.nic.in ରେ ଏହାର ରେଜଲ୍ଟ ଉପଲବ୍ଧ ।
