ଆଜିର ଖବର ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ By odishadarpan March 28, 2025March 28, 2025 OERC ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ପ୍ରଦୀପଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର । ଏହି ପଦବୀ ବରିଷ୍ଠ ଆଇଏଏସ ସୁରେଶ ମହାପାତ୍ରଙ୍କ ଅବସର ପରେ ଖାଲି ଥିଲା ପଡ଼ିଥିଲା।ପୂର୍ବତନ ମୁଖ୍ୟ ଶାସନ ସଚିବ ହେଉଛନ୍ତି ପ୍ରଦୀପ ଜେନା ।
ଆଜିର ଖବର OBCC ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ କୁମାର ରଥ ଗିରଫ By odishadarpan August 6, 2024August 6, 2024