ଆଜିର ଖବର ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ By odishadarpan March 28, 2025March 28, 2025 OERC ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ପ୍ରଦୀପଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର । ଏହି ପଦବୀ ବରିଷ୍ଠ ଆଇଏଏସ ସୁରେଶ ମହାପାତ୍ରଙ୍କ ଅବସର ପରେ ଖାଲି ଥିଲା ପଡ଼ିଥିଲା।ପୂର୍ବତନ ମୁଖ୍ୟ ଶାସନ ସଚିବ ହେଉଛନ୍ତି ପ୍ରଦୀପ ଜେନା ।
ଆଜିର ଖବର ପୃଥ୍ୱୀ-II ଓ ଅଗ୍ନି-I ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ By odishadarpan July 18, 2025July 18, 2025
ଆଜିର ଖବର ଇ-କେଓ୍ବାଇସି ସରିବା ପରେ ନୂଆ ଆବେଦନ ପାଇଁ ପୋର୍ଟାଲ ଖୋଲିବ:ମନ୍ତ୍ରୀ By odishadarpan January 18, 2025January 18, 2025