ପ୍ରସିଦ୍ଧ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ‘X’ ହ୍ୟାକ୍,ସାଇବର ସେଲ୍‌ରେ ଅଭିଯୋଗ

ବିଶ୍ୱବିଖ୍ୟାତ ବାଲୁକାଶିଳ୍ପୀ ତଥା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ସୁଦର୍ଶନ ପଟ୍ଟନାୟକଙ୍କ ‘ଏକ୍ସ’ ହ୍ୟାକ୍‌ କରିଛନ୍ତି ସାଇବର ଅପରାଧୀ । ୫ ଦିନ ହେବ ପୂର୍ବର ଟ୍ୱିଟର ଓ ଏକ୍ସ ହ୍ୟାକ୍ ହୋଇଛି । ଏ ନେଇ ସେ ରାଜ୍ୟ ପୋଲିସ ସାଇବର ସେଲ୍‌ରେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ ଏହା ସହିତ ‘X’ସପୋର୍ଟ ଟିମ୍କୁ ମଧ୍ୟ ଜଣାଇଛି । ତଥାପି ଏପର୍ଯ୍ୟନ୍ତ ଆକାଉଣ୍ଟଟି ପୁନଃଉଦ୍ଧାର ହୋଇନାହିଁ । ଏହା ଦ୍ୱିତୀୟଥର ପାଇଁ ମୋର ‘ଏକ୍ସ’ ହ୍ୟାକ୍ ହୋଇଛି । ମୋ ପାଖରେ ସାରା ବିଶ୍ୱରୁ ଅନେକ ଅନୁସରଣକାରୀ ଅଛନ୍ତି, ଏବଂ ମୁଁ ଆକାଉଣ୍ଟର ଦୁର୍ବ୍ୟବହାର ନେଇ ଗଭୀର ଚିନ୍ତିତ। ”

ଅଧିକ ପଢନ୍ତୁ

kc ads