ବଡଦେଉଳରୁ ଖସିଲା ପଥର

ଶ୍ରୀମନ୍ଦିରରୁ ଖସିଛି ପଥର। ଶ୍ରୀମନ୍ଦିର ଭିତରେ ଥିବା ଏକାଦଶୀ ମନ୍ଦିରର ଉପର ଭାଗରୁ ପଥର ଖସିଥିବା ନେଇ ସୂଚନା ମିଳିଛି। ତେବେ ମନ୍ଦିରରୁ ପଥର ଖସିଥିଲେ ମଧ୍ୟ ଏଥିରେ କାହାର କିଛି ବି କ୍ଷତି ଘଟିନି।ବର୍ତ୍ତମାନ ପାଇଁ ପଥରଟିକୁ ଶ୍ରୀମନ୍ଦିର ଗାରଦରେ ଜମା କରାଯାଇଛି । ତେବେ ପଥରଟି ପ୍ରକୃତରେ କେଉଁଠୁ ପଡିଛି ସେ ନେଇ ଏଏସଆଇ ଯାଞ୍ଚ ପରେ ସ୍ପଷ୍ଟ ହେବ ବୋଲି କୁହାଯାଇଛି ।

ଏଏସଆଇ ପକ୍ଷରୁ ଦକ୍ଷିଣ ଘର ପଛପଟୁ ଅନେକ ପଥର ପରିବର୍ତ୍ତନ କରାଯାଇଥିଲା ।

ଅଧିକ ପଢନ୍ତୁ