ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ

ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟରେ ବୃଦ୍ଧି । ସ୍କୁଲର ପୋଷାକ ଓ ଜୋତା ପାଇଁ ବଢିବ ସରକାରୀ ଖର୍ଚ୍ଚ । ଅଙ୍ଗନବାଡି ପିଲା ପିନ୍ଧିବେ ଉଚ୍ଚମାନର ୟୁନିଫର୍ମ । ଛାତ୍ରଙ୍କ ପୋଷାକ ମୂଲ୍ୟ ୧୦୦ରୁ ବଢି ୧୭୫ ଟଙ୍କା ହେଲା । ଛାତ୍ରୀଙ୍କ ପୋଷାକ ମୂଲ୍ୟ ୧୫୦ରୁ ବଢି ୨୫୦ ଟଙ୍କା ହେଲା । ଜୋତା ଖର୍ଚ୍ଚ ୧୦୦ରୁ ୧୫୦ ଟଙ୍କାକୁ ବୃଦ୍ଧି ପାଇଛି ।

ଅଧିକ ପଢନ୍ତୁ