ବଢ଼ିଲା ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ପାଇଁ ଅନୁଦାନ ରାଶି।

ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର ୧ କୋଟିକୁ ବୃଦ୍ଧି କରିଛନ୍ତି। ଏହାଛଡ଼ା ପ୍ରମୁଖ ୧୭୦ଜଣ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏ ସମ୍ମାନ ରାଶି ପ୍ରଦାନ କରାଯିବ।ଏହା ସହ ଧନୁଯାତ୍ରାକୁ ୟୁନେସ୍କୋ (UNESCO) ମାନ୍ୟତା ପାଇଁ ବିଶେଷଜ୍ଞ କମିଟି ଗଠନ, ଧନୁଯାତ୍ରା ସମ୍ପର୍କିତ ସମସ୍ତ ତଥ୍ୟ ପ୍ରଦାନ ପାଇଁ ୱେବସାଇଟ୍ ପ୍ରସ୍ତୁତ କରାଯିବା ନେଇ ମଧ୍ୟ ଘୋଷଣା କରିଛନ୍ତି ସରକାର। ଆହୁରି ମଧ୍ୟ ଏଥର ଏଲଇଡି ସ୍କ୍ରିନ ମାଧ୍ୟମରେ ବିଭିନ୍ନ ସ୍ଥାନରେ ଧନୁଯାତ୍ରାର ସିଧା ପ୍ରସାରଣ କରାଯିବ।

ଅଧିକ ପଢନ୍ତୁ

Odisha Darpan Digital