ବଢିଲା ସୁନା ଓ ରୁପା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୬,୦୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୭,୨୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୦୬,୦୯୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୯୭,୨୫୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୦୬,୦୯୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୭ ହଜାର ୨୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୦୬,୨୪୦ ଟଙ୍କା ଓ ୨୨ କ୍ୟାରେଟ୍ ୯୭, ୪୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୦୬,୦୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୭ ହଜାର ୨୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୦୬,୦୯୦ ଓ ୯୭ ହଜାର ୨୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୨୬,୧୦୦ ଟଙ୍କା ହୋଇଛି ।

ଅଧିକ ପଢନ୍ତୁ