ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ହାଇକୋର୍ଟ ନୋଟିସ୍ ।

ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ହାଇକୋର୍ଟରୁ ନୋଟିସ୍‌‌। ଆସନ୍ତା ସେପ୍ଟେମ୍ବର ୨୩ରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ରହିଛି।ନିର୍ବାଚନ ପୂର୍ବରୁ ସତ୍ୟପାଠରେ ଅପରାଧିକ ମାମଲା ଲୁଚାଇଥିବା ଅଭିଯୋଗ ହୋଇଥିଲା । ଏହି ଅଭିଯୋଗ ଆଣିଥିଲେ ବିଜେଡି ବିଧାୟିକା ପ୍ରାର୍ଥୀ ଦୀପାଳି ଦାସ ।ଖୁବ କମ୍ ବ୍ୟବଧାନ ଭୋଟରେ ଟଙ୍କଧର ଦୀପାଳୀଙ୍କଠାରୁ ଜିତିବା ପରେ ଇଭିଏମ୍ ଟ୍ୟାମ୍ପରିଙ୍ଗ ନେଇ ଅଭିଯୋଗ ଆଣିବା ସହ ପୁଣି ଭୋଟ କାଉଣ୍ଟିଙ୍ଗ କରିବାକୁ ଇଲେକ୍ସନ୍ କମିଶନଙ୍କୁ ନିବେଦନ କରିଥିଲେ ଦୀପାଳି ।

ଅଧିକ ପଢନ୍ତୁ

Odisha Darpan Digital