ବିଦାହେବେ ବାଂଲାଦେଶୀ: ଭଙ୍ଗା ହେବ ଘର

ବାଂଲାଦେଶୀ ଅନୁପ୍ରବେଶ ନେଇ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ବୟାନ। କହିଲେ, ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ପାଇଁ ଟ୍ବିନ୍‌ସିଟିରେ ଅପରାଧ ବଢୁଛି। ବସ୍ତିରୁ ବାର୍‌ ସବୁଠି ମାତିଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ। ଚୋରା ନିଶା କାରବାର ସହିତ ଅପରାଧ ଘଟାଉଛନ୍ତି।ତେବେ ସେମାନଙ୍କୁ ଚେକ୍‌ ଦେବାକୁ ନଗର ଉନ୍ନୟନ ଓ ଅବକାରୀ ବିଭାଗର ଆକ୍ସନ ପ୍ଲାନ କରିଛି।

ଅଧିକ ପଢନ୍ତୁ

Odisha Darpan Digital