“ଭାରତୀୟ ଆଇନରେ ଡିଜିଟାଲ୍ ଆରେଷ୍ଟ ଭଳି କୌଣସି ଶବ୍ଦ ନାହିଁ”: ଓଡ଼ିଶା ପୋଲିସ

ଓଡ଼ିଶା ପୋଲିସର ସୂଚନା, ଭାରତୀୟ ଆଇନରେ ଡିଜିଟାଲ୍ ଆରେଷ୍ଟ ଭଳି କୌଣସି ଶବ୍ଦ ନାହିଁ। ଏନେଇ ‘ଏକ୍ସ’ ଯୋଗେ ସତର୍କ ରହିବାକୁ ଓଡ଼ିଶା ପୋଲିସ ସାଧାରଣ ଲୋକଙ୍କୁ ନିବେଦନ କରିଛନ୍ତି।ସାଇବର ଅପରାଧୀମାନେ ନିଜକୁ ନ୍ୟାୟିକ ଅଧିକାରୀ, ପୋଲିସ ଅଧିକାରୀ, ସିବିଆଇ କିମ୍ବା କଷ୍ଟମ୍ ଅଧିକାରୀ ବୋଲି ପରିଚୟ ଦେଇ ଡିଜିଟାଲ ଗିରଫ କରିବାକୁ କହି ସାଧାରଣ ଲୋକଙ୍କୁ ଠକୁଛନ୍ତି। ଏଭଳି ଫୋନ କଲ ଆସିବା ମାତ୍ରେ ତୁରନ୍ତ ନିକଟସ୍ଥ ଥାନା କିମ୍ବା ୧୯୩୦କୁ ଯୋଗାଯୋଗ କରି ଅଭିଯୋଗ କରନ୍ତୁ।

ଅଧିକ ପଢନ୍ତୁ

Odisha Darpan Digital