ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ।

ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ବାସଭବନ ଓ କାର୍ଯ୍ୟାଳୟରେ ଚାଲିଛି ରେଡ୍ । ଏକକାଳୀନ ୯ଟି ସ୍ଥାନରେ ଚଢାଉ କରାଯାଉଛି । ଯଥା ଢେଙ୍କାନାଳ ସହର ଗାୟତ୍ରୀ ନଗର ସ୍ଥିତ ବାସଭବନ ସମେତ ଆଠମଲ୍ଲିକ ବ୍ଲକ କାର୍ଯ୍ୟାଳୟ, ସରକାରୀ ବାସଭବନ, ଢେଙ୍କାନାଳ ସହର ଗାୟତ୍ରୀ ନଗର ସ୍ଥିତ ବାସଭବନ, ଢେଙ୍କାନାଳ ସଦର ବ୍ଲକ ବଣସିଂହ ସ୍ଥିତ ପୈତୃକ ଘର ଓ ଗଂଦିଆରେ ଚାଲିଛି ରେଡ୍। ଏହାସହିତ ଭବାନୀପାଟଣାର ଧର୍ମଗଡ ଓ ଜୁନାଗଡ଼ରେ ଥିବା ଦୁଇ ଝିଅଙ୍କ ଘରେ ବି ଚାଲିଛି ରେଡ୍।ଢେଙ୍କାନାଳ ସମେତ, ଅନୁଗୁଳ, କଟକ ଓ ଭବାନୀପାଟଣା ମଧ୍ୟ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍ ।

ଅଧିକ ପଢନ୍ତୁ

kc ads