ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର

ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର । ଜୟପୁର ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରେ ଭିଜିଲାନ୍ସ ଚଢାଉ । ଜୟପୁର ଓ ଭୁନେଶ୍ବରର ଏକକାଳୀନ ୬ଟି ସ୍ଥାନରେ ଚଢାଉ ଚାଲିଛି । ଯାଞ୍ଚ ବେଳେ ମିଳିଛି ନଗଦ ୩ ଲକ୍ଷ ୫୦ ହଜାର ଟଙ୍କା । ଜୟପୁର ପିଆର ପେଟାରେ ଥିବା ପୈତୃକ ଘର, ଗୋଲଡେନ ହାଇଟ ଆପାର୍ଟମେଂଟରେ ଥିବା ଦୁଇଟି ଫ୍ଲାଟରେ ଚାଲିଛି ଚଢାଉ । ସେହିପରି ବନେଶ୍ୱର ରଘୁନାଥପୁରରେ ଥିବା ଭାଇଙ୍କ ଫ୍ଲାଟରେ ମଧ୍ୟ ଚାଲିଛି ରେଡ୍ । ଚଢାଉ ପରେ ଜଣାପଡିବ ଜବତ ସମ୍ପତ୍ତିର ଆକଳନ ।

ଅଧିକ ପଢନ୍ତୁ

Odisha Darpan Digital