ଭୁବନେଶ୍ୱରରେ ହେବ ସାଇନ୍ସ ସିଟି

ଭୁବନେଶ୍ୱରରେ ହେବ ସାଇନ୍ସ ସିଟି । ଏଥିପାଇଁ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଜୋରଦାର କସରତ ଚଳାଇଛନ୍ତି । ବିହାରର ପାଟନା ସାଇନ୍ସ ସିଟି ଦେଖି ଫେରିବା ପରେ ରାଜଧାନୀ ଭୁବନେଶ୍ବରରେ ଏପରି ଏକ ସାଇନ୍ସ ସିଟି ପ୍ରତିଷ୍ଠା କରିବା ପାଇଁ ମନ ବଳାଇଛନ୍ତି ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେହିପରି ପୁରୀ ଠାରେ ଜିଲ୍ଲା ବିଜ୍ଞାନ ଓ ପ୍ଲାନେଟୋରିଅମ କେନ୍ଦ୍ର ପ୍ରତିଷ୍ଠା କରାଯିବ । ସେଠାରେ ଜଗନ୍ନାଥ ସଂସ୍କୃତି ର ସମସ୍ତ ତଥ୍ୟ ସ୍ଥାନ ପାଇବ । ଯାହାଫଳରେ ଦେଶ ବିଦେଶରୁ ଆସୁଥିବା ଜଗନ୍ନାଥ ଶ୍ରଦ୍ଧାଳୁ ଜଗନ୍ନାଥ ସଂସ୍କୃତୀ ବିଷୟରେ ଜାଣିପାରିବେ ।

ଅଧିକ ପଢନ୍ତୁ