ଭେଣ୍ଟିଲେଟରରୁ ବାହାରିଲେ ଅଭିଜିତ

ଭେଣ୍ଟିଲେଟରରୁ ବାହାରିଲେ ଅଭିଜିତ । ଗୁରୁତର ଅବସ୍ଥାରେ ଏମସ ଭେଣ୍ଟିଲେଟରରେ ଥିଲେ । ଧୀରେ ଧୀରେ ସୁସ୍ଥ ହେଉଛନ୍ତି ଅଭିଜିତ । କୋମାରେ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜମୁଦାର । ଅଭିଜିତଙ୍କର ମସ୍ତିଷ୍କ ଏବେ ବି କାମ କରୁନାହିଁ । ୪ ସେପ୍ଟେମ୍ବରରୁ ଭୁବନେଶ୍ୱରର ଏମ୍ସରେ ସେ ଭର୍ତି ହୋଇଛନ୍ତି । ବାରମ୍ବାର ତାଙ୍କର ସ୍ୱାସ୍ଥ୍ୟ ବିଗୁଡିଛି । ଯାହାକୁ ନେଇ ତାଙ୍କୁ ଆଇସିୟୁରେ ଭର୍ତ୍ତି କରିବା ପାଇଁ ପଡୁଛି । ତାଙ୍କର ଅବସ୍ଥା ଟିକେ ସୁଧାର ଆସିଛି । ତେଣୁ ତାଙ୍କୁ ଭେଣ୍ଟିଲେଟରରୁ ବାହାର କରିଥିବା ଖବର ଆସୁଛି ।

ଅଧିକ ପଢନ୍ତୁ

Odisha Darpan Digital