ମଣ୍ଡି ଜଗିବେ ବିଜେପି କୃଷକ ମୋର୍ଚ୍ଚା।

ମଣ୍ଡି ଜଗିବେ ବିଜେପି କୃଷକ ମୋର୍ଚ୍ଚା। ଆଉ କଟନୀ ଛଟନି ଶିକାର ହେବେନି ଚାଷୀ। ମିଲରଙ୍କ ଶୋଷଣର ଶିକାର ହେବେ ନାହିଁ ଚାଷୀ ଏଥିପାଇଁ ଏକ ପ୍ରସ୍ତୁତି ବୈଠକ କରିଛି ବିଜେପି କୃଷକ ମୋର୍ଚ୍ଚା। ଏନେଇ ବୈଠକ ପ୍ରସ୍ତୁତି କରିଛି ବିଜେପି କୃଷକ ମୋର୍ଚ୍ଚା । ମତ୍ସ୍ୟ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ବୈଠକରେ ଯୋଗ ଦେଇ କୃଷକ ମୋର୍ଚ୍ଚା କର୍ମୀଙ୍କୁ ଆହ୍ୱାନ ଦେଇଛନ୍ତି । ସେ କହିଛନ୍ତି , ଚାଷୀ ଓ ସରକାରଙ୍କ ସେତୁ ଭଳି କାମ କରିବା କୃଷକ ମୋର୍ଚ୍ଚା । ପ୍ରଥମ ଥର କରି ଧାନ କୁଇଣ୍ଟାଲ ପିଛା ୩୧୦୦ ଟଙ୍କା ଦେଉଥିବାରୁ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି କୃଷକ ମୋର୍ଚ୍ଚା ।

ଅଧିକ ପଢନ୍ତୁ

Odisha Darpan Digital