ମହଙ୍ଗା ପଡ଼ିଲା ପ୍ରେମ ପ୍ରତାରଣା, ଭୁବନେଶ୍ବର ଏୟାରପୋର୍ଟ DGM ଗିରଫ

ଲଭ୍‌-ସେକ୍ସ ଧୋକ୍କା ଅଭିଯୋଗରେ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦର ଡିଜିଏମ (ଅପରେସନ) ଗିରଫ। ଏୟାର ହୋଷ୍ଟେସଙ୍କ ସହ ୪ ବର୍ଷ ହେବ ସମ୍ପର୍କରେ ଥିଲେ। ବିବାହର ପ୍ରତିଶୃତି ଦେଇ ଜଣେ ଯୁବତୀଙ୍କୁ ପ୍ରତାରଣା କରିଥିଲେ। ଖାଲି ଏତିକି ନୁହେଁ ଶାରୀରିକ ସମ୍ପର୍କ ରଖି ଗର୍ଭପାତ କରାଇଥିଲେ। ଦୀପାବଳି ଦିନ ଏୟାରପୋର୍ଟ ଥାନାରେ ପ୍ରତାରଣା ଅଭିଯୋଗ କରିଥିଲେ ଘରୋଇ ଏୟାରଲାଇନ୍ସର ଜଣେ ଯୁବତୀ । ଏୟାରପୋର୍ଟ ଥାନାର କେସ୍ ନମ୍ବର ୩୭୦/୨୫ରେ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।

ଅଧିକ ପଢନ୍ତୁ

Odisha Darpan Digital