ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, କେଜିରୁ ପିଜି ଯାଏଁ ହେବ ଦେୟମୁକ୍ତ ଶିକ୍ଷା

ବିଜେପି ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। କେଜିରୁ ପିଜି ଯାଏଁ ହେବ ଦେୟମୁକ୍ତ ଶିକ୍ଷା। ଆର୍ଥିକ ଅନଗ୍ରସର ଛାତ୍ରଛାତ୍ରୀଙ୍କ ପାଇଁ ଏହା ସହାୟକ ହେବ। ଓଡ଼ିଶା ପ୍ରଥମ ରାଜ୍ୟ ଭାବେ ଏଭଳି ନିଷ୍ପତି ନେଇଛନ୍ତି।ପାଠପଢା ନିମନ୍ତେ ଖର୍ଚ୍ଚର ବୋଝ ଆଉ କାହା କାନ୍ଧରେ ପଡ଼ିବ ନାହିଁ। ସବୁ ଜିଲାରେ ଶିଳ୍ପ ପ୍ରତିଷ୍ଠା କରାଯିବ । ୨୦୩୬ ସୁଦ୍ଧ ସମୃଦ୍ଧ ଓଡ଼ିଶା ଲକ୍ଷ ହାସିଲ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଅଧିକ ପଢନ୍ତୁ