ମୋ ବସର ନାଁ ପରିବର୍ତ୍ତନ ହୋଇ ଆମ ବସ ହେବ।

ମୋ ବସ୍ ନେଇ ବଡ଼ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ । ‘ମୋ ବସ୍‌’ର ନାଁ ପରିବର୍ତ୍ତନ ହୋଇ ହେବ ‘ଆମ ବସ୍‌’ । ଏନେଇ କହିଛନତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଗଣମାଧ୍ୟମକୁ ଆଜି ସେ ଏଭଳି ପ୍ରତିକ୍ରିୟା ଦେଇଛନ୍ତି ।ଏହା ସହ ସେ କହିଛନ୍ତି, ଦୁର୍ଘଟଣା ରୋକିବାକୁ ବସ୍‌ ଆଗରେ ଓ ପଛରେ କ୍ୟାମେରା ଲାଗିବ। ଡ୍ରାଇଭର ଆଲର୍ଟ ରହିବାପାଇଁ ବସ୍‌ରେ ଆଡସ ମଧ୍ୟ ଲାଗିବ। ଯଦି ଡ୍ରାଇଭରଙ୍କ ଆଖି ଲାଗିଯାଏ ତାହେଲେ ସାଇରନ ବାଜିବ।

ଅଧିକ ପଢନ୍ତୁ