ଯାତ୍ରା ନୃତ୍ୟଶିଳ୍ପୀ ନିଶା ମହାରଣାଙ୍କ ପାଇଁ ବଦଳିଲେ ପୁଲିସ ବାବୁ

ଚନ୍ଦନଭାଟି ଗାଁ ଅପେରା ମଞ୍ଚରେ ନିଶା ମହାରଣା ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ। ଏନେଇ ସଦର ଥାନା ପୋଲିସ ନିଶାଙ୍କ ନାଁରେ ମାମଲା ରୁଜୁ କରିଥିଲା। ତେବେ ଏହି ଅଶ୍ଳୀଳକୁ ଖୋଦ୍‌ ପୋଲିସ ବାବୁ ବସି ଦେଖୁଥିଲେ। ନିଶା ମହାରାଣାଙ୍କ ଷ୍ଟେଜ ଶୋ’ ତଳେ ରହି ହସି ହସି ମଜା ଉଠାଉଥିଲେ ଚନ୍ଦନଭାଟି ଫାଣ୍ଡି ଅଧିକାରୀ। ତେବେ ନିଶା ମହାରଣାଙ୍କ ଅଶ୍ଳୀଳ ନୃତ୍ୟ ଦେଖି ଏଏସଆଇ ରଞ୍ଜିତ ପ୍ରଧାନଙ୍କ ବଦଳି ହୋଇଛି ।

ଅଧିକ ପଢନ୍ତୁ