ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ଅଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ଅଛି। ଏନେଇ ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର। କୋଭିଡ୍‌ର ଅସ୍ୱାଭାବିକ ସ୍ଥିତି ନାହିଁ, ବ୍ୟସ୍ତ ହେବାର କାରଣ ନାହିଁ। କହିଛନ୍ତି କୋଭିଡ ସ୍ଥିତି ନିୟନ୍ତ୍ରଣରେ ଅଛି। କୋଭିଡରେ ଅସ୍ବାଭାବିକ ବୃଦ୍ଧି ଦେଖିବାକୁ ମିଳିନି । ବ୍ୟସ୍ତ ହେବାର କାରଣ ନାହିଁ। ଯଦି କେଉଁଠି ରିପୋର୍ଟ ଆସେ RTPCR କରିବୁ, ଦରକାର ହେଲେ ଜିନମ ସିକ୍ୱେନ୍ସିଂ କରାଯିବ। ପ୍ରଥମ ରୋଗୀର ସ୍ଵାସ୍ଥ୍ୟବସ୍ଥା ଭଲ ଅଛି। ତାଙ୍କର ଜିନମ୍ ସିକ୍ୱେନସିଂରୁ ଓମିକ୍ରନର ସବ୍ ଭାରିଆଣ୍ଟ JN 1 ଚିହ୍ନଟ ହୋଇଛି । ଏଯାଏଁ କେନ୍ଦ୍ର ସରକାରଙ୍କ ଠାରୁ କୌଣସି ନୂଆ ଗାଇଡ ଲାଇନ୍ ଆସିନି ।

ଅଧିକ ପଢନ୍ତୁ

Odisha Darpan Digital