ରାଜ୍ୟରେ ବଢିବ କି ମଦ ଦର?

ରାଜ୍ୟରେ ମଦ ଦର ବଢିବ କି ? ଏଭଳି ପ୍ରଶ୍ନ ସେତେବେଳେ ଉଠିଛି ଯେତେବେଳେ ମଦ ଦର ବୃଦ୍ଧି ନେଇ ଅବକାରୀ ମନ୍ତ୍ରୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ମନ୍ତ୍ରୀ କହିଛନ୍ତି, ପ୍ରାଇସ୍ ଫିକ୍ସେସନ କମିଟି ରିପୋର୍ଟ ଆସିଛି, ସରକାର ନିଷ୍ପତ୍ତି ନେବେ । ଦର ବୃଦ୍ଧି ପାଇଁ ପ୍ରାଇସ୍ ଫିକ୍ସେସନ କମିଟି ଥାଏ । ସମସ୍ତ ଷ୍ଟେକ ହୋଲଡରଙ୍କ ସହ ଆଲୋଚନା କରି ଏହି କମିଟି ନିଷ୍ପତ୍ତି ନିଏ ।ଏହା ଉପରେ ରାଜ୍ୟ ସରକାର ବିଚାର କରିବେ ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନ ।

ଅଧିକ ପଢନ୍ତୁ

kc ads