ରାଜ୍ୟରେ ବଢୁଛି ପାରଦ, କମୁଛି ଶୀତ

ପୁଣି ଫେରିଲା ଘନ କୁହୁଡ଼ି । କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟକୁ ଫେରିଲା ଘନ କୁହୁଡି । କିନ୍ତୁ ଆସନ୍ତା ୨୭ ତାରିଖରୁ ରାଜ୍ୟରେ ଶୀତ କମିପାରେ।ଭୁବନେଶ୍ବର କଟକ ସମେତ ପୁରୀ ଓ କୋଣାର୍କରେ ଆଜି ସକାଳୁ ସକାଳୁ ପ୍ରବଳ କୁହୁଡି ହୋଇଛି ।  ଘନ କୁହୁଡି ଯୋଗୁ ରସ୍ତାଘାଟ ଦେଖାଯାଉନି । ଆସନ୍ତା ଦୁଇ ସପ୍ତାହ (୨୨ରୁ ୨୮ ତାରିଖ) ଓ (୨୯ରୁ ୪ ତାରିଖ) ଯାଏ ରାତି ତାପମାତ୍ରା ସ୍ୱାଭାବିକଠାରୁ ପ୍ରାୟ ୪ରୁ ୫ ଡିଗ୍ରୀ କମ୍ ରହିପାରେ ବୋଲି ପାଣିପାଗ ବିଭାଗର ବିସ୍ତାରିତ ଆକଳନରେ କୁହାଯାଇଛି ।

ଅଧିକ ପଢନ୍ତୁ