ରାଜ୍ୟରେ ୪୭୫ ଇନ୍ସପେକ୍ଟର୍‌ଙ୍କ ବଦଳି

ସବ୍ଇନ୍ସପେକ୍ଟର୍‌ରୁ ଇନ୍ସପେକ୍ଟର ପାହ୍ୟାକୁ ଦେଢ଼ ମାସ ତଳୁ ପଦୋନ୍ନତି ପାଇଥିଲେ ସୁଦ୍ଧା ଥାନା, ଫାଣ୍ଡିରେ ସବ୍ଇନ୍ସପେକ୍ଟର ଭାବେ କାମ କରୁଥିବା ୪୨୬ ଇନ୍ସପେକ୍ଟର୍ ଏବେ ଆଶ୍ୱସ୍ତ ହୋଇଛନ୍ତି । ନୂଆ କରି ପଦୋନ୍ନତି ପାଇଥିବା ଅଧିକାରୀମାନଙ୍କ ସହ ଆଉ ୪୯ ଜଣଙ୍କୁ ମିଶାଇ ମୋଟ ୪୭୫ ଜଣ ଇନ୍ସପେକ୍ଟରଙ୍କ ବଦଳି ହୋଇଛି। ଏ ସଂକ୍ରାନ୍ତରେ ପୁଲିସ ମୁଖ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଅଧିକ ପଢନ୍ତୁ

Odisha Darpan Digital