ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ସାଇବର ଥାନା ।

୬୯ତମ ପୁଲିସ୍ ଡ୍ୟୁଟି ମିଟର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ଯେ ପ୍ରତି ଥାନାକୁ ୯ଟି ବାଇକ୍‌ ଦିଆଯିବ। ଗୃହ ବିଭାଗରେ ଖାଲି ପଡ଼ିଥିବା ୧୦ ହଜାର ପଦ ପୂରଣ କରାଯିବ। ସେହିପରି ୫ ହଜାର ଗୃହରକ୍ଷୀଙ୍କୁ ନିଯୁକ୍ତି କରାଯିବ। ୨୦୨୬ ସୁଦ୍ଧା ଓଡ଼ିଶା ମାଓ ମୁକ୍ତ ହେବା ନେଇ ସେ ଦୃଢ଼ୋକ୍ତ ପ୍ରକାଶ କରିଛନ୍ତି। କଟକ ପୋଲିସ ଡ୍ୟୁଟି ମିଟରେ ଯୋଗ ଦେବା ଅବସରରେ ଭର୍ଚୁଆଲ ମୋଡ୍‌ରେ ଉଦଘାଟନ କରିଛନ୍ତି। ୩ ଥାନା ହେଲା ବଳଙ୍ଗା, ଅସ୍ତରଙ୍ଗ, ଡେଲାଙ୍ଗ ଥାନା।

ଅଧିକ ପଢନ୍ତୁ