ରାଜ୍ୟସଭା ପାଇଁ ମୁଁ ସ୍ୱାଧୀନ ପ୍ରାର୍ଥୀ : ଦିଲ୍ଲୀପ ରାୟ

ଆଜି ଭାଜପା ତରଫରୁ ରାଜ୍ୟ ସଭାପତି ମନମୋହନ ସାମଲ ଓ ସୁଜିତ କୁମାରଙ୍କ ନାମ ମଧ୍ୟ ଘୋଷଣା କରିଛି । ଏସବୁ ଭିତରେ ଦିଲୀପ ରାୟ ବଡ଼ ଘୋଷଣା କରିଛନ୍ତି।ସ୍ୱାଧୀନ ପ୍ରାର୍ଥୀ ହେବା ନେଇ ବରିଷ୍ଠ ନେତା ଦିଲୀପ ରାୟ ଘୋଷଣା କରିଛନ୍ତି। ସେ ୫ ତାରିଖରେ ନାମାଙ୍କନ ଭରିପାରନ୍ତି। ଏନେଇ ଦିଲୀପ କହିଛନ୍ତି, ମୁଁ ଏନେଇ ରାଜ୍ୟ ଓ କେନ୍ଦ୍ର ନେତୃତ୍ୱଙ୍କ ସହ ଆଲୋଚନା କରିଛି।

ଅଧିକ ପଢନ୍ତୁ