ପବ୍ଲିକ ସେକ୍ଟର କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢାଇଲେ ସରକାର ।

ପବ୍ଲିକ ସେକ୍ଟର କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢାଇଲେ ସରକାର । ମହଙ୍ଗା ଭତ୍ତା ୪ ପ୍ରତିଶତ ବଢାଇଲେ ରାଜ୍ୟ ସରକାର । ମହଙ୍ଗା ଭତ୍ତା ୪୬%ରୁ ବଢ଼ି ୫୦%ରେ ପହଞ୍ଚିଲା। ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛି ଭାବେ ଲାଗୁ ହେବ।ସେହିପରି ମଙ୍ଗଳବାର କର୍ମଚାରୀମାନଙ୍କ ଗ୍ରାଚ୍ୟୁଟି ୫ ଲକ୍ଷ ବୃଦ୍ଧି କରିଥିଲେ ରାଜ୍ୟ ସରକାର। ଗ୍ରାଚ୍ୟୁଟି ରାଶି ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଛି। ପିଛିଲା ଭାବେ ୨୦୨୪ ଜାନୁଆରୀ ୧ ରୁ ଲାଗୁ ହେବ।

ଅଧିକ ପଢନ୍ତୁ

kc ads