ରାଜ୍ୟ ସରକାରୀ କର୍ମଚାରୀଙ୍କ DAରେ ୨ ପ୍ରତିଶତ ବୃଦ୍ଧି

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି । ସମୁଦାୟ ମହଙ୍ଗା ଭତ୍ତା ୫୮ ରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଲା । ପିଛଲା ଭାବେ ୨୦୨୬ ଜାନୁଆରୀରୁ ଲାଗୁ ହେବ । ପେନସନ୍‌ଭୋଗୀଙ୍କ ଟି.ଆଇ.ରେ ମଧ୍ୟ ବୃଦ୍ଧି ।ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ମେ ମାସ ଦରମାରେ ନଗଦ ଆକାରରେ ମିଳିବ। ଏହା ଦ୍ୱାରା ରାଜ୍ୟର ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

ଅଧିକ ପଢନ୍ତୁ