ଲାଗୁ ହେବ ନୂଆ ଅବକାରୀ ଆଇନ: ମନ୍ତ୍ରୀ

ରାଜ୍ୟରେ ଖୁବଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ । ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଯେ ଅବକାରୀ ବିଭାଗ ପକ୍ଷରୁ ନିଶଆମୁକ୍ତ ଓଡିଶା ଅଭିଯାନ ଜୋରଦାର ହେବ ।ଅବୈଧ ନିଶା କାରବାର ରୋକିବା ପାଇଁ ବି ପଦକ୍ଷେପ ନିଆଯିବ। ଚଢ଼ାଉ ବେଳେ ଏନ୍‌ଫୋର୍ସମେଣ୍ଟ ଟିମ୍‌ ବଡି କ୍ୟାମେରା ପିନ୍ଧିବେ। ଏହାଦ୍ୱାରା କୋର୍ଟରେ ଭିଡିଓ ପ୍ରମାଣ ଦେଇପାରିବେ ତଦନ୍ତକାରୀ ଅଫିସର।

ଅଧିକ ପଢନ୍ତୁ