ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଧରାପଡିଲେ ନୂଆପଡା ଏମଭିଆଇ

ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା ଏମଭିଆ। । ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ହସ୍ପିଟାଲ ଛକ ନିକଟରେ ତାଙ୍କୁ ଭିଜିଲାନ୍ସ ଟିମ୍ ଧରିଛନ୍ତି । ଧରାପଡିଥିବା ଟଙ୍କା ବାବଦରେ ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ ବିନୟ । ଉକ୍ତ ଟଙ୍କା ପିସି ଆକାରରେ ଆଦାୟ ହୋଇଥିବା ସନ୍ଦେହ କରାଯାଉଛି । ପୈତୃକ ସମ୍ଫତ୍ତି ସମତେ ୫ ଟି ଜାଗାରେ ଭିଜିଲାନ୍ସ ଟିମର ଚଢାଉ ଚାଲିଥିବା ବେଳେ ଅଧିକ ସୂଚନା ପାଇଁ ତାଙ୍କୁ ଅଟକ ରଖାଯାଇଛି |

ଅଧିକ ପଢନ୍ତୁ

kc ads