ଲିଙ୍ଗରାଜ ମନ୍ଦିରରେ ଅଣହିନ୍ଦୁ ପ୍ରବେଶ

ଲିଙ୍ଗରାଜ ମନ୍ଦିରରେ ଅଣହିନ୍ଦୁ ପ୍ରବେଶ । ଜଣେ ଜାପାନୀ ପର୍ଯ୍ୟଟକ ଭିତରକୁ ପଶିଥିବା ସୂଚନା ।
ପୁଣି ସାମ୍ନାକୁ ଆସିଛି ଲିଙ୍ଗରାଜ ମନ୍ଦିର ଭିତରକୁ ଅଣହିନ୍ଦୁ ପ୍ରବେଶ ଘଟଣା । ଅଣହିନ୍ଦୁ ପ୍ରବେଶ ପରେ ସେବାୟତ ମହଲରେ ଅସନ୍ତୋଷ । ମନ୍ଦିରକୁ ନେଇଥିବା ଦୁଇ ଓଡ଼ିଆ ଲୋକ ଅଟକ । ସୂଚନା ଅନୁସାରେ ଜଣେ ଜାପାନୀ ପର୍ଯ୍ୟଟକ ଲିଙ୍ଗରାଜ ମନ୍ଦିର ଭିତରକୁ ପ୍ରବେଶ କରିଥିଲେ । ପର୍ଯ୍ୟଟକଙ୍କୁ ଦେଖି ସନ୍ଦେହ କରିଥିଲେ ସେବାୟତ । ପରେ ସେବାୟତ ତାଙ୍କୁ ପଚରାଉଚରା କରିଥିଲେ । ପଚରାଉଚରା ପରେ ସେ ଅଣହିନ୍ଦୁ ଜଣା ପଡ଼ିଥିଲେ ।

ଅଧିକ ପଢନ୍ତୁ