ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମଦାରଙ୍କ ପରଲୋକ

ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମଦାରଙ୍କ ଦେହାନ୍ତ । ୫୪ ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଆଖି ବୁଜିଲେ ଅଭିଜିତ୍‌। ତେବେ ଲିଭର୍ ଜନିତ ସମସ୍ୟା ପାଇଁ ଚିକିତ୍ସିତ ହେଉଥିଲେ । ତରଙ୍ଗ ଟିଭିର ‘ମେଲୋଡି ନାଇଟ୍ସ’ ଖୁବ୍‌ ଲୋକପ୍ରିୟ ହୋଇଥିଲା । ସେ ୭୦୦ରୁ ଅଧିକ ଗୀତରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ।

ଅଧିକ ପଢନ୍ତୁ